Psalms 144:6 — Compare Translations
5 translations compared side by side
Odia - 1840
"ବିଜୁଳି ନିକ୍ଷପେ କରି ଶତ୍ରୁମାନଙ୍କୁ ଘରଦ୍ବାର ଦିଅ। ତୁମ୍ଭର ବାଣ ନିକ୍ଷପେ କର ଏବଂ ସମାନଙ୍କେୁ ତଡ଼ି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ବିଜୁଳି ନିକ୍ଷେପ କରି ଶତ୍ରୁମାନଙ୍କୁ ଘରଦ୍ୱାର ଦିଅ। ତୁମ୍ଭର “ବାଣ” ନିକ୍ଷେପ କର ଏବଂ ସେମାନଙ୍କୁ ତଡ଼ି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।
Odia IRV 2017 (ଓଡିଆ ବାଇବେଲ)
ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।