Psalms 144:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସ୍ବର୍ଗରୁ ଓହ୍ଲାଇ ଆସ ଏବଂ ମାେତେ ରକ୍ଷା କର। ମାେତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ। ମାେତେ ବିଦେଶୀମାନଙ୍କଠାରୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଊର୍ଦ୍ଧ୍ଵରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ସ୍ୱର୍ଗରୁ ଓହ୍ଲାଇ ଆସ ଏବଂ ମୋତେ ରକ୍ଷା କର। ମୋତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ। ମୋତେ ବିଦେଶୀମାନଙ୍କଠାରୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
Odia IRV 2017 (ଓଡିଆ ବାଇବେଲ)
ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ