Psalms 144:8 — Compare Translations
5 translations compared side by side
Odia - 1840
"ସହେି ଶତ୍ରୁଗଣ ମିଥ୍ଯାବାଦୀ ଏପରିକି ଯେତବେେଳେ ସମାନେେ ସତ୍ଯ କହିବାକୁ ଶପଥ ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶତ୍ରୁଗଣ ମିଥ୍ୟାବାଦୀ, ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।
Odia IRV 2017 (ଓଡିଆ ବାଇବେଲ)
ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।