Psalms 144:9 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭ ବିଷଯରେ ମୁଁ ନୂତନ ଗୀତ ଗାନ କରିବି। ଦଶତାର ୟନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ଯରେ ମୁଁ ପ୍ରଶଂସାଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭ ବିଷୟରେ ମୁଁ ନୂତନ ଗୀତ ଗାନ କରିବି। ଦଶତାର ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।