Psalms 145:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ତୁମ୍ଭେ ୟାହା କରିଅଛ, ସଗେୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ। ତୁମ୍ଭର ବିଶ୍ବସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ଯବାଦ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ। ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;