Psalms 145:12 — Compare Translations

5 translations compared side by side

Odia - 1840
"ତଣେୁ ଅନ୍ୟ ଲୋକମାନେ ତୁମ୍ଭର ମହାନ୍ କାର୍ୟ୍ଯ ବିଷଯରେ ଜାଣିବେ ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ୟ୍ଯଜନକ ଓ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।