Psalms 145:13 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାଯୀ ରହିବ। ତୁମ୍ଭେ ଅନନ୍ତକାଳ ରାଜତ୍ବ କରିବ। ସଦାପ୍ରଭୁଙ୍କ ଉପରେ ବିଶ୍ବାସ କରାୟାଇ ପାରିବ, ୟାହା ସେ କୁହନ୍ତି। ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ବସ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ଵସକଳ ପୁରୁଷାନୁକ୍ରମସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ। ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ। ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି। ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।