Psalms 145:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି। ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି। ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।