Psalms 145:15 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥାନ୍ତି। କାରଣ ଉପୟୁକ୍ତ ସମଯରେ ତୁମ୍ଭେ ଆହାର ୟୋଗାଇ ଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି। କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।