Psalms 145:16 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମଲୋଇ ପ୍ରେତ୍ୟକକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।