Psalms 145:17 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ୟାହା କିଛି କରନ୍ତି ତାହା ଉତ୍ତମ ଓ ତାଙ୍କର ନିଜର ସମସ୍ତ କାର୍ୟ୍ଯ ବିଶ୍ବସ୍ତତାକୁ ପ୍ରଦର୍ଶନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,