Psalms 145:18 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି, ଯେଉଁମାନେ ତାଙ୍କୁ ସାହାୟ୍ଯ ପାଇଁ ଡ଼ାକନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି, ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।