Psalms 145:19 — Compare Translations
5 translations compared side by side
Odia - 1840
"ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି। ସେ ସମାନଙ୍କେର ଗୁହାରି ଶୁଣନ୍ତି ଏବଂ ସମାନଙ୍କେୁ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୁକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି। ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।