Psalms 145:2 — Compare Translations
5 translations compared side by side
Odia - 1840
"ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ। ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ। ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
Odia IRV 2017 (ଓଡିଆ ବାଇବେଲ)
ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।