Psalms 145:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସହେିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି, ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ବଂସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି, ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।