Psalms 145:21 — Compare Translations

5 translations compared side by side

Odia - 1840
"ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!ସମୁଦାଯ ପ୍ରାଣୀ ଅନନ୍ତକାଳ ତାଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି! ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।