Psalms 145:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ହେଉଛନ୍ତି ମହାନ୍ ଏବଂ ସେ ଅତ୍ଯନ୍ତ ପ୍ରଶଂସନୀଯ। ଆମ୍ଭମାନେେ ତାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ। ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।