Psalms 145:4 — Compare Translations
5 translations compared side by side
Odia - 1840
"ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିଯା ସକଳର ପ୍ରଶଂସା କରନ୍ତୁ ସମାନେେ ତୁମ୍ଭର କାର୍ୟ୍ଯ ବିଷଯରେ କୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ, ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।