Psalms 145:5 — Compare Translations

5 translations compared side by side

Odia - 1840
"ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ୟ୍ଯପୂର୍ଣ୍ଣ। ମୁଁ ତୁମ୍ଭ ଅଦଦ୍ଭୂତ କର୍ମ ବିଷଯ ଧ୍ଯାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ଓ ତୁମ୍ଭ ଆଶ୍ଚର୍ଯ୍ୟ-କ୍ରିୟାର ବିଷୟ ଧ୍ୟାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ। ମୁଁ ତୁମ୍ଭ ଅ‌ଦ୍‌ଭୂତ କର୍ମ ବିଷୟ ଧ୍ୟାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।