Psalms 145:6 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷଯରେ ବ୍ଯକ୍ତ କରନ୍ତୁ। ପୁଣି ମୁଁ ତୁମ୍ଭର ମହାନତା ବିଷଯରେ ପ୍ରଚାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ। ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।