Psalms 145:7 — Compare Translations

5 translations compared side by side

Odia - 1840
"ଲୋକମାନେ ତୁମ୍ଭର ମହାନ୍ ଉତ୍ତମତା ବିଷଯରେ କୁହନ୍ତୁ ଓ ସମାନେେ ତୁମ୍ଭ ଧାର୍ମିକତା ବିଷଯରେ ଗାନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।