Psalms 145:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଅତ୍ଯନ୍ତ ଦୟାବାନ, ସହାନୁଭୂତିଶୀଳ, ର୍ଧୈୟ୍ଯଶୀଳ ଏବଂ ସ୍ନହେଶୀଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ, ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।