Psalms 145:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମଯ। ପରମେଶ୍ବରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାଙ୍କର ଦୟା ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ। ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହଙ୍କର ଦୟା ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।