Psalms 146:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଚିରକାଳ ରାଜ୍ଯ କରିବେ। ହେ ସିୟୋନ, ତୁମ୍ଭର ପରମେଶ୍ବର ସଦାସର୍ବଦା ରାଜ୍ଯ କରିବେ। ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ଵର ସକଳ ପୁରୁଷା-ନୁକ୍ରମରେ ରାଜ୍ୟ କରିବେ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ। ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ। ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।