Psalms 146:2 — Compare Translations

5 translations compared side by side

Odia - 1840
"ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମାରେ ପରମେଶ୍ବରଙ୍କର ପ୍ରଶଂସାର ଗୀତ ଗାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି।