Psalms 146:3 — Compare Translations

5 translations compared side by side

Odia - 1840
"ସାହାୟ୍ଯ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ।