Psalms 146:4 — Compare Translations
5 translations compared side by side
Odia - 1840
"ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସହେିଦିନ, ସମାନଙ୍କେର ଯୋଜନା ସବୁ ମଧ୍ଯ ମରିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ନିଃଶ୍ଵାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏନ୍ତ ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।