Psalms 146:5 — Compare Translations
5 translations compared side by side
Odia - 1840
"କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବର ପରମେଶ୍ଵର ଯାହାର ସାହାଯ୍ୟ ସ୍ଵରୂପ, ସଦାପ୍ରଭୁ ଆପଣା ପରମେଶ୍ଵର ଯାହାର ଆଶାଭୂମି, ସେ ଲୋକ ଧନ୍ୟନ୍ତ
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ, ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
Odia IRV 2017 (ଓଡିଆ ବାଇବେଲ)
ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;