Psalms 146:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସ୍ବର୍ଗ, ପୃଥିବୀ, ସମୁଦ୍ର ଏବଂ ଏଥିରେ ଥିବା ପ୍ରେତ୍ୟକକ ବସ୍ତୁ ମଧ୍ଯ ତିଆରି କଲେ। ସେ ସର୍ବଦା ବିଶ୍ବସ୍ତ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆକାଶମଣ୍ତଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ। ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;