Psalms 146:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।