Psalms 146:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।