Psalms 146:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ବଂସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।