Psalms 147:1 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର!କାରଣ ଆମ୍ଭର ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ପ୍ରଶଂସା ଗାନ କରିବା ଉତ୍ତମ!ପରମେଶ୍ବରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମ ନୋହର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । କାରଣ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! କାରଣ ଆମ୍ଭର ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ଉତ୍ତମ! ପରମେଶ୍ୱରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମାନୋହର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।