Psalms 147:10 — Compare Translations

5 translations compared side by side

Odia - 1840
"ୟୁଦ୍ଧ ଅଶ୍ବର ଓ ପରାକ୍ରମୀ ସୈନ୍ଯ ତାଙ୍କୁ ଖୁସି କରିପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅଶ୍ଵର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧ ଅଶ୍ୱର ଓ ପରାକ୍ରମୀ ସୈନ୍ୟ ତାଙ୍କୁ ଖୁସୀ କରି ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହଁନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହଁନ୍ତି।