Psalms 147:11 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ବସ୍ତ ପ୍ରମରେେ ଭରସା ରଖନ୍ତି, ସେ ସମାନଙ୍କେ ଉପରେ ସନ୍ତୁଷ୍ଟ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ୱସ୍ତ ପ୍ରେମରେ ଭରସା ରଖନ୍ତି, ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।