Psalms 147:12 — Compare Translations

5 translations compared side by side

Odia - 1840
"ହେ ୟିରୁଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସିଯୋନ, ତୁମ୍ଭ ପରମେଶ୍ବରଙ୍କର ପ୍ରଶଂସା କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ଵରଙ୍କର ପ୍ରଶଂସା କର;
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରୁଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;