Psalms 147:13 — Compare Translations
5 translations compared side by side
Odia - 1840
"ହେ ୟିରୁଶାଲମ, ପରମେଶ୍ବର ତୁମ୍ଭ ଫାଟକକୁ ଦୃଢ଼ କରିଛନ୍ତି, ଏବଂ ସେ ତୁମ୍ଭ ସହରର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ତୁମ୍ଭ ଦ୍ଵାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରୁଶାଲମ, ପରମେଶ୍ୱର ତୁମ୍ଭ ଫାଟକକୁ ଦୃଢ଼ କରିଛନ୍ତି, ଏବଂ ସେ ତୁମ୍ଭ ସହରର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।