Psalms 147:14 — Compare Translations
5 translations compared side by side
Odia - 1840
"ସେ ତୁମ୍ଭ ଦେଶକୁ ଧନଧାନ୍ଯରେ ପୂର୍ଣ୍ଣ କରନ୍ତି, ଯେଉଁଥିପାଇଁ ତୁମ୍ଭମାନଙ୍କର ଖାଇବା ପାଇଁ ୟଥେଷ୍ଟ ଖାଦ୍ୟ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭ ଦେଶକୁ ଧନଧାନ୍ୟରେ ପୂର୍ଣ୍ଣ କରନ୍ତି, ଯେଉଁଥିପାଇଁ ତୁମ୍ଭମାନଙ୍କର ଖାଇବା ପାଇଁ ଯଥେଷ୍ଟ ଖାଦ୍ୟ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।