Psalms 147:15 — Compare Translations
5 translations compared side by side
Odia - 1840
"ପରମେଶ୍ବର ପୃଥିବୀକୁ ଆପଣା ଆଦେଶ ଦିଅନ୍ତି। ତାଙ୍କର ବାକ୍ଯସବୁ ଅତିଶୀଘ୍ର ପାଳନ କରାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୃଥିବୀକୁ ଆପଣା ଆଦେଶ ଦିଅନ୍ତି। ତାଙ୍କର ବାକ୍ୟସବୁ ଅତିଶୀଘ୍ର ପାଳନ କରାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।
Odia IRV 2017 (ଓଡିଆ ବାଇବେଲ)
ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।