Psalms 147:17 — Compare Translations
5 translations compared side by side
Odia - 1840
"ପରମେଶ୍ବର ପଥର ପରି ଆକାଶରୁ ଖଣ୍ଡ ଖଣ୍ଡ ବରଫ ପକାନ୍ତି, ତାଙ୍କ ପଠାୟାଇଥିବା ଶୀତ ଆଗରେ କହେି ଠିଆ ହାଇେ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଖଣ୍ତ ଖଣ୍ତ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପଥର ପରି ଆକାଶରୁ ଖଣ୍ଡ ଖଣ୍ଡ ବରଫ ପକାନ୍ତି, ତାଙ୍କ ପଠାଯାଇଥିବା ଶୀତ ଆଗରେ କେହି ଠିଆ ହୋଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?
Odia IRV 2017 (ଓଡିଆ ବାଇବେଲ)
ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?