Psalms 147:18 — Compare Translations

5 translations compared side by side

Odia - 1840
"ଏହାପରେ ସେ ଗୋଟିଏ ଆଦେଶରେ ବରଫଗୁଡ଼ିକ ତରଳାଇ ପକାନ୍ତି, ଏବଂ ତାଙ୍କ ଆଜ୍ଞାରେ ପବନ ବହିଲେ ଜଳ ସୋର୍ତ ବ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଗୋଟିଏ ଆଦେଶରେ ବରଫଗୁଡ଼ିକ ତରଳାଇ ପକାନ୍ତି, ଏବଂ ତାଙ୍କ ଆଜ୍ଞାରେ ପବନ ବହିଲେ ଜଳସ୍ରୋତ ବହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।