Psalms 147:19 — Compare Translations

5 translations compared side by side

Odia - 1840
"ପରମେଶ୍ବର ୟାକୁବକୁ ଆପଣା ଆଦେଶ ଦେଲେ, ପରମେଶ୍ବର ଇଶ୍ରାୟେଲ ପ୍ରତି ଆପଣା ବ୍ଯବସ୍ଥା ଓ ବିଧି ପ୍ରକାଶ କଲେ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯାକୁବକୁ ଆପଣା ଆଦେଶ ଦେଲେ, ପରମେଶ୍ୱର ଇସ୍ରାଏଲ ପ୍ରତି ଆପଣା ବ୍ୟବସ୍ଥା ଓ ବିଧି ପ୍ରକାଶ କଲେ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।