Psalms 147:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ହେଉଛନ୍ତି ଜଣେ ୟିଏ ୟିରୁଶାଲମକୁ ପୁନଃନିର୍ମାଣ କରନ୍ତି। ସେ ହିଁ ଜଣେ ଇଶ୍ରାୟେଲର ନିର୍ବସିତମାନଙ୍କୁ ଏକତ୍ରୀତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି। ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।