Psalms 147:20 — Compare Translations

5 translations compared side by side

Odia - 1840
"ପରମେଶ୍ବର କୌଣସି ଦେଶ ପାଇଁ କବେେ ଏହିପରି କରି ନାହାଁନ୍ତି। ସେ ତାଙ୍କର ନିଯମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାଁନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କୌଣସି ଦେଶ ପାଇଁ କେବେ ଏହିପରି କରି ନାହାନ୍ତି। ସେ ତାଙ୍କର ନିୟମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।