Psalms 147:3 — Compare Translations

5 translations compared side by side

Odia - 1840
"ସେ ସମାନଙ୍କେର ଭଗ୍ନ ହୃଦଯକୁ ସୁସ୍ଥ କରନ୍ତି ଓ ସମାନଙ୍କେ କ୍ଷତରେ ପଟି ବାନ୍ଧନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେମାନଙ୍କର ଭଗ୍ନ ହୃଦୟକୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତରେ ପଟି ବାନ୍ଧନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।