Psalms 147:4 — Compare Translations

5 translations compared side by side

Odia - 1840
"ସେ ତାରାଗଣଙ୍କୁ ଗଣନା କରନ୍ତି। ସେ ପ୍ରେତ୍ୟକକଙ୍କର ଗୋଟି ଗୋଟି କରି ନାମ ଧରି ଡ଼ାକନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାରାଗଣଙ୍କୁ ଗଣନା କରନ୍ତି। ସେ ପ୍ରତ୍ୟେକଙ୍କର ଗୋଟି ଗୋଟି କରି ନାମ ଧରି ଡାକନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।