Psalms 147:5 — Compare Translations

5 translations compared side by side

Odia - 1840
"ଆମ୍ଭର ପ୍ରଭୁ ଅତି ମହାନ୍ ଏବଂ ଶକ୍ତିମାନ୍। ତାଙ୍କର ବୁଝାମଣା ଅସୀମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପ୍ରଭୁ ଅତି ମହାନ ଏବଂ ଶକ୍ତିମାନ। ତାଙ୍କର ବୁଝାମଣା ଅସୀମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।