Psalms 147:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥାଆନ୍ତି। ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥା’ନ୍ତି। ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।