Psalms 147:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କୁ ଗୀତରେ ଧନ୍ଯବାଦ ଦିଅ। ବୀଣାୟନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରଶଂସା ଗାନ କର;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ଗୀତରେ ଧନ୍ୟବାଦ ଦିଅ। ବୀଣାଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
Odia IRV 2017 (ଓଡିଆ ବାଇବେଲ)
ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;