Psalms 147:8 — Compare Translations
5 translations compared side by side
Odia - 1840
"ପରମେଶ୍ବର ଆକାଶକୁ ମାଟୋ ମେଘମାଳାରେ ଆଚ୍ଛନ୍ନ କରନ୍ତି। ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି। ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆକାଶକୁ ମୋଟା ମେଘମାଳାରେ ଆଚ୍ଛନ୍ନ କରନ୍ତି। ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି। ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।